ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ଜ୍ଞାପନ

Posted On: 10 SEP 2021 9:25AM by PIB Bhubaneshwar

ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

ଆପଣମାନଙ୍କୁ ଗଣେଶ ଚତୁର୍ଥୀର ମଙ୍ଗଳକାମନା । ଏହି ପବିତ୍ର ଅବସର ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସୌଭାଗ୍ୟ ଓ ଆରୋଗ୍ୟ ଆଣି ଦେଉ । ଗଣପତି ବାପ୍ପା ମୋରୟା ।  

 

SR



(Release ID: 1754027) Visitor Counter : 161