ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-୧୯ ଅପ୍‌ଡେଟ

Posted On: 13 SEP 2021 9:56AM by PIB Bhubaneshwar

ଦେଶବ୍ୟାପୀ ଟିକାକରଣ ଅଭିଯାନ ଅନ୍ତର୍ଗତ ବର୍ତ୍ତମାନ ପର୍ଯ୍ୟନ୍ତ ୭୪.୩୮ କୋଟି ଟିକା ଦିଆଯାଇସାରିଛି ।

ଗତ ୨୪ଘଣ୍ଟା ମଧ୍ୟରେ ଭାରତରେ ୨୭,୨୫୪ ନୂଆ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି ।

ସକ୍ରିୟ ମାମଲା ସର୍ବମୋଟ ମାମଲାର ୧.୧୩ ପ୍ରତିଶତ ଅଟେ ।

ଭାରତରେ ବର୍ତ୍ତମାନ ୩,୭୪,୨୬୯ ସକ୍ରିୟ ମାମଲା ରହିଛି ।

ବର୍ତ୍ତମାନ ଆରୋଗ୍ୟ ହାର ୯୭.୫୪ପ୍ରତିଶତ ଅଟେ ।

ଗତ ୨୪ଘଣ୍ଟାମଧ୍ୟରେ ୩୭, ୬୮୭ରୋଗୀ ସୁସ୍ଥ ହୋଇଛନ୍ତି, ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବମୋଟ ୩, ୨୪, ୪୭, ୦୩୨ରୋଗୀ ସୁସ୍ଥ ହୋଇଛନ୍ତି ।

ସାପ୍ତାହିକ ପଜିଟିଭିଟି ହାର ବର୍ତ୍ତମାନ ପର୍ଯ୍ୟନ୍ତ ୨.୧୧ପ୍ରତିଶତ ଅଟେ, ଯାହା ଗତ ୮୦ଦିନରେ ୩ ପ୍ରତିଶତରୁ କମ୍ ରହିଛି ।

ଦୈନିକ ସଂକ୍ରମଣ ହାର ୨.୨୬ପ୍ରତିଶତ ଅଟେ, ଯାହାକି ଗତ ୧୪ଦିନରେ ୩ ପ୍ରତିଶତରୁ କମ୍ ।

ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବମୋଟ ୫୪.୩୦କୋଟି ପରୀକ୍ଷଣ କରାଯାଇସାରିଛି । 

*****

NS / SLP



(Release ID: 1754658) Visitor Counter : 160