ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଚରଣଜିତ ସିଂହ ଚନ୍ନିଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି

Posted On: 20 SEP 2021 5:21PM by PIB Bhubaneshwar

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଚରଣଜିତ ସିଂହ ଚନ୍ନି ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଚରଣଜିତ ସିଂହ ଚନ୍ନି ଜୀଙ୍କୁ ଅଭିନନ୍ଦନ ପଞ୍ଜାବର ଲୋକଙ୍କ ଉନ୍ନତି ପାଇଁ ପଞ୍ଜାବ ସରକାରଙ୍କ ସହ କାର୍ଯ୍ୟ ଜାରି ରହିବ

HS



(Release ID: 1756536) Visitor Counter : 208