ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 18 SEP 2021 11:26PM by PIB Bhubaneshwar

ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକା ମନୋରମା ମହାପାତ୍ରଜୀଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ । ବିଭିନ୍ନ ପ୍ରସଙ୍ଗରେ ତାଙ୍କର ଲେଖନୀ ଚାଳନା ପାଇଁ ସେ ସବୁଦିନ ପାଇଁ ମନେରହିବେ । ଗଣମାଧ୍ୟମ ଜଗତ ପାଇଁ ତାଙ୍କର ଅବଦାନ ତଥା ସମାଜସେବା କ୍ଷେତ୍ରରେ କାମ ତାଙ୍କୁ ଚିର ସ୍ମରଣୀୟ ରଖିବ । ତାଙ୍କର ଶୋକସନ୍ତପ୍ତ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ।” 

SR


(रिलीज़ आईडी: 1756539) आगंतुक पटल : 212
इस विज्ञप्ति को इन भाषाओं में पढ़ें: Malayalam , English , Urdu , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada