ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ରାମଧାରୀ ସିଂହ ଦିନକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

Posted On: 23 SEP 2021 4:12PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରକବି ରାମଧାରୀ ସିଂହ ଦିନକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ରାଷ୍ଟ୍ରକବି ରାମଧାରୀ ସିଂହ ଦିନକରଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ସାଦର ପ୍ରଣାମ ଦେଶ ସମାଜକୁ ଦିଗଦର୍ଶନ ଦେଉଥିବା ତାଙ୍କ କବିତା ପ୍ରତ୍ୟେକ ପୀଢି ପାଇଁ ପ୍ରେରଣାଦାୟୀ ହୋଇ ରହିବ

HS



(Release ID: 1757303) Visitor Counter : 79