ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସହିତ ଘୂର୍ଣ୍ଣିଝଡ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି
प्रविष्टि तिथि:
26 SEP 2021 5:58PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କେତେକ ଅଞ୍ଚଳରେ ଘୂର୍ଣ୍ଣିଝଡ ପରିସ୍ଥିତି ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଓଡିଶାର କେତେକ ଅଞ୍ଚଳରେ ଘୂର୍ଣ୍ଣିଝଡ ପରିସ୍ଥିତି ବିଷୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜୀଙ୍କ ସହିତ ଆଲୋଚନା ହୋଇଥିଲା । ଏହି ପ୍ରତିକୂଳ ପରିସ୍ଥିତିକୁ ଦୂର କରିବାରେ କେନ୍ଦ୍ର ସମସ୍ତ ପ୍ରକାର ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛି । ସମସ୍ତଙ୍କ ସୁରକ୍ଷା ତଥା କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି ।”
HS
(रिलीज़ आईडी: 1758357)
आगंतुक पटल : 303
इस विज्ञप्ति को इन भाषाओं में पढ़ें:
Manipuri
,
English
,
Urdu
,
Marathi
,
हिन्दी
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam