ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 26 SEP 2021 3:11PM by PIB Bhubaneshwar

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ ଜୀଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର   ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ ଜୀଙ୍କ ଜନ୍ମ ଦିନରେ ଶୁଭେଚ୍ଛା ତାଙ୍କର ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି”

 

**********

TRP/


(रिलीज़ आईडी: 1758421) आगंतुक पटल : 189
इस विज्ञप्ति को इन भाषाओं में पढ़ें: Manipuri , English , Urdu , Marathi , हिन्दी , Assamese , Bengali , Punjabi , Gujarati , Tamil , Telugu , Kannada , Malayalam