ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 02 OCT 2021 9:25AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି । ସମ୍ମାନିତ ବାପୁଙ୍କ ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପୀଢିକୁ କର୍ତ୍ତବ୍ୟର ରାସ୍ତାରେ ଚାଲିବାକୁ ପ୍ରେରଣା ଯୋଗାଇବ ।

ଗାନ୍ଧୀ ଜୟନ୍ତୀ ଅବସରରେ ମୁଁ ସମ୍ମାନିତ ବାପୁଙ୍କୁ ପ୍ରଣାମ କରୁଛି ।  ତାଙ୍କର ଉତ୍ତମ ନୀତି ଆର୍ନ୍ତଜାତୀୟ ସ୍ତରରେ ପ୍ରାସଙ୍ଗିକ ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ପ୍ରଦାନ କରେ ।”

HS 


(ରିଲିଜ ଆଡି: 1760274) ପରିଦର୍ଶକ କାଉଣ୍ଟର : 239