ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

Posted On: 02 OCT 2021 9:27AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ମୂଲ୍ୟବୋଧ ଏବଂ ନୀତି ଉପରେ ଆଧାରିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ

HS



(Release ID: 1760275) Visitor Counter : 171