ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଡଃ ମନମୋହନ ସିଂହ ଜୀଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
Posted On:
14 OCT 2021 11:52AM by PIB Bhubaneshwar
ଡଃ ମନମୋହନ ସିଂହ ଜୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଡଃ ମନମୋହନ ସିଂହ ଜୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରୁଛି ।”
SR
(Release ID: 1763943)
Visitor Counter : 176
Read this release in:
English
,
Urdu
,
Marathi
,
Hindi
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam