ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବିଜୟା ଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
15 OCT 2021 8:49AM by PIB Bhubaneshwar
ବିଜୟା ଦଶମୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବିଜୟା ଦଶମୀର ପବିତ୍ର ଅବସରରେ ଆପଣ ସମସ୍ତଙ୍କୁ ଅଶେଷ ଶୁଭକାମନା ।
ବିଜୟା ଦଶମୀର ସ୍ୱତନ୍ତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ।”
SR
(ରିଲିଜ ଆଡି: 1764175)
ପରିଦର୍ଶକ କାଉଣ୍ଟର : 251
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam