ପୋଷ୍ଟ କରାଯିବା ଦିନାଙ୍କ:
15 OCT 2021 7:07PM by PIB Bhubaneswar
ଦୈନିକ ଜାଗରଣ ଗ୍ରୁପ ଅଧ୍ୟକ୍ଷ ଯୋଗେନ୍ଦ୍ର ମୋହନ ଗୁପ୍ତା ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦୈନିକ ଜାଗରଣ ସମୂହର ଚେୟାରମ୍ୟାନ ଯୋଗେନ୍ଦ୍ର ମୋହନ ଗୁପ୍ତା ଜୀଙ୍କ ବିୟୋଗ ଅତ୍ୟନ୍ତ ଦୁଃଖ ଦାୟକ । ତାଙ୍କ ବିୟୋଗ କଳା, ସାହିତ୍ୟ ଓ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିଜନଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି!”
**********
TRP/