ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନରଓ୍ୱେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ଜୋନାସ ଗର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 16 OCT 2021 9:25PM by PIB Bhubaneswar

ନରଓ୍ୱେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ଜୋନାସ ଗର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ନରଓ୍ୱେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିଥିବାରୁ @ଜୋନାସଗରଷ୍ଟୋରଙ୍କୁ ଅଭିନନ୍ଦନ ଜଣାଉଛି । ଭାରତ- ନରଓ୍ୱେ ସମ୍ପର୍କ ଆହୁରି ମଜବୁତ କରିବା ପାଇଁ ଆପଣଙ୍କ ସହ ମିଳିତ ଭାବେ କାମ କରିବାକୁ ଆଗଭର ଅଛି ।

 

SR


(रिलीज़ आईडी: 1764735) आगंतुक पटल : 197
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam