ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରାଖଣ୍ଡର କେତେକାଞ୍ଚଳରେ ଭୀଷଣ ବର୍ଷା ଯୋଗୁଁ ମୃତ୍ୟୁବରଣ କରିଥିବା ଲୋକଙ୍କ ପ୍ରତି ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
19 OCT 2021 9:11PM by PIB Bhubaneshwar
ଉତ୍ତରାଖଣ୍ଡର କେତେକାଞ୍ଚଳରେ ଭୀଷଣ ବର୍ଷା ଯୋଗୁଁ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଉତ୍ତରାଖଣ୍ଡର କେତେକାଞ୍ଚଳରେ ଭୀଷଣ ବର୍ଷା ଯୋଗୁଁ ମୃତ୍ୟୁବରଣ କରିଥିବା ଖବରରେ ମୁଁ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସମସ୍ତଙ୍କ ସୁରକ୍ଷା ଏବଂ ମଙ୍ଗଳ ପାଇଁ ମୁଁ ପ୍ରାର୍ଥନା କରୁଛି” ।
**********
TRP/
(रिलीज़ आईडी: 1765313)
आगंतुक पटल : 204
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam