ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରୋମରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 29 OCT 2021 11:28AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ତମ ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ରୋମରେ ପହଞ୍ଚିଛନ୍ତି ।

ଇଟାଲି ସରକାରଙ୍କ ବରିଷ୍ଠ ଅଧିକାରୀଗଣ ଓ ଇଟାଲିରେ ଭାରତର ରାଷ୍ଟ୍ରଦୂତ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।  


 

SR


(रिलीज़ आईडी: 1767454) आगंतुक पटल : 191
इस विज्ञप्ति को इन भाषाओं में पढ़ें: Marathi , English , Urdu , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam