ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

प्रविष्टि तिथि: 29 OCT 2021 5:52PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋମ ସହରର ପିଆଜା ଗାନ୍ଧୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ

ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ସେଠାରେ ବହୁ ସଂଖ୍ୟାରେ ଉପସ୍ଥିତ ଥିବା ପ୍ରବାସୀ ଭାରତୀୟ ସଦସ୍ୟମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ

HS


(रिलीज़ आईडी: 1767659) आगंतुक पटल : 211
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam