ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୁଣ୍ୟତିଥି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 31 OCT 2021 1:56PM by PIB Bhubaneswar

ପୁଣ୍ୟତିଥି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧିଙ୍କୁ ତାଙ୍କ ପୁଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

 

SR


(रिलीज़ आईडी: 1768195) आगंतुक पटल : 220
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam