ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ବ୍ରିଟେନର ଗ୍ଲାସଗୋରେ ସିଓପି୨୬ ଅବସରରେ ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି

प्रविष्टि तिथि: 02 NOV 2021 8:04PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର , ୨୦୨୧ ରେ ଗ୍ଲାସଗୋରେ ସିଓପି୨୬ ଅବସରରେର ଇସ୍ରାଏଲର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ନାଫତାଲି ବେନେଟଙ୍କୁ ଭେଟିଛନ୍ତି ଏହା ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମ ବୈଠକ ଥିଲା

ଦୁଇ ନେତା ଦ୍ୱିପାକ୍ଷିକ ରଣନୀତିକ ଭାଗିଦାରୀ ସମୀକ୍ଷା କରିଥିଲେ ଏବଂ ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି ଉପରେ ସନ୍ତୋଷ ବ୍ୟକ୍ତ କରିଥିଲେ ବିଶେଷକରି ଉଚ୍ଚ-ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ କ୍ଷେତ୍ରରେ ସହଯୋଗକୁ ଆହୁରି ବିସ୍ତାର କରିବାକୁ ସେମାନେ ସହମତ ହୋଇଥିଲେ

ଆସନ୍ତା ବର୍ଷ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ପୂର୍ଣ୍ଣ କୂଟନୈତିକ ସମ୍ପର୍କ ପ୍ରତିଷ୍ଠାର ୩୦ ବର୍ଷ ପୂରଣ ହେଉଥିବା ସଂକ୍ରାନ୍ତରେ ମନେପକାଇ ପ୍ରଧାନମନ୍ତ୍ରୀ ଶ୍ରୀ ବେନେଟଙ୍କୁ ଭାରତ ଆସିବାପାଇଁ ନିମନ୍ତ୍ରଣ କରିଥିଲେ

HS


(रिलीज़ आईडी: 1769127) आगंतुक पटल : 222
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam