ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଦିପାବଳୀରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

प्रविष्टि तिथि: 04 NOV 2021 8:39AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଦୀପାବଳି ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଦିପାବଳୀର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ମୁଁ ଚାହୁଁଛି ଯେ ଏହି ଆଲୋକର ପର୍ବ ଆପଣ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଶୁଭଫଳ ଆଣିଦେଉ

ସମସ୍ତଙ୍କୁ ଦୀପାବଳୀର ବହୁତ ବହୁତ ଶୁଭ କାମନା

HS


(रिलीज़ आईडी: 1769419) आगंतुक पटल : 237
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam