ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦୀପାବଳି ଶୁଭେଚ୍ଛା ଜଣାଇଥିବା ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

प्रविष्टि तिथि: 05 NOV 2021 9:00AM by PIB Bhubaneshwar

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଥିବାରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ଶ୍ରୀ ନାଫତାଲି ବେନେଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀ ବେନେଟଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ଶ୍ରୀ ମୋଦୀ ଟ୍ୱିଟ କରିଛନ୍ତି;

“ଶୁଭେଚ୍ଛା ପାଇଁ ଧନ୍ୟବାଦ ମୋ ପ୍ରିୟ ବନ୍ଧୁ @naftalibennett ଆପଣଙ୍କୁ ମଧ୍ୟ ଦୀପାବଳିର ଶୁଭେଚ୍ଛା ।    

 

SR


(रिलीज़ आईडी: 1769480) आगंतुक पटल : 168
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam