ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜୁରାଟୀ ନବବର୍ଷ ଅବସରରେ ଗୁଜୁରାଟୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 05 NOV 2021 9:00AM by PIB Bhubaneswar

ଗୁଜୁରାଟୀ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନୂଆବର୍ଷ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି, ସ୍ୱାସ୍ଥ୍ୟ ଓ ଉନ୍ନତି ଆଣି ଦେଉ ବୋଲି ସେ କାମନା କରିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

 

SR


(रिलीज़ आईडी: 1769483) आगंतुक पटल : 214
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam