ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି

प्रविष्टि तिथि: 06 NOV 2021 3:36PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଅହମ୍ମଦନଗରର ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମହାରାଷ୍ଟ୍ରର ଅହମ୍ମଦନଗରର ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ

HS


(रिलीज़ आईडी: 1769790) आगंतुक पटल : 229
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam