ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଛଠ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
10 NOV 2021 10:08AM by PIB Bhubaneshwar
ଛଠ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସୂର୍ଯ୍ୟୋପାସନାର ମହାପର୍ବ ଛଠ ଅବସରରେ ଆପଣମାନଙ୍କୁ ଶୁଭେଚ୍ଛା ଜଣାଉଛି । ଛଠ ମାତା ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ-ସୌଭାଗ୍ୟ ପ୍ରଦାନ କରନ୍ତୁ ।”
SR
(रिलीज़ आईडी: 1770486)
आगंतुक पटल : 192
इस विज्ञप्ति को इन भाषाओं में पढ़ें:
Malayalam
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada