ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି
प्रविष्टि तिथि:
13 NOV 2021 6:31PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି । ଆଜି ସହିଦ ହୋଇଥିବା ସୈନିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
“ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ଦୃଢ ନିନ୍ଦା କରୁଛି । ଆଜି ସହିଦ ହୋଇଥିବା ସୈନିକ ଏବଂ ପରିବାର ସଦସ୍ୟଙ୍କୁ ମୁଁ ଶ୍ରଦ୍ଧାଞ୍ଜଳି ଜଣାଉଛି । ସେମାନଙ୍କର ବଳିଦାନ କେବେ ବି ଭୁଲିହେବ ନାହିଁ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ଅଛି ।”
HS
(रिलीज़ आईडी: 1771531)
आगंतुक पटल : 223
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam