ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜୟନ୍ତୀ ଅବସରରେ ପଣ୍ଡିତ ଜଓ୍ୱାହରଲାଲ ନେହରୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
14 NOV 2021 9:01AM by PIB Bhubaneshwar
ଜୟନ୍ତୀ ଅବସରରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜଓ୍ୱାହରଲାଲ ନେହରୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଜୟନ୍ତୀ ଅବସରରେ ପଣ୍ଡିତ ଜଓ୍ୱାହରଲାଲ ନେହରୁଙ୍କୁ ଶ୍ରଦ୍ଧାଞ୍ଜଳି ।”
SR
(ରିଲିଜ ଆଡି: 1771742)
ପରିଦର୍ଶକ କାଉଣ୍ଟର : 196
ଏହି ରିଲିଜ ପଢନ୍ତୁ :
Marathi
,
English
,
Urdu
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam