ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
19 NOV 2021 8:56AM by PIB Bhubaneshwar
ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଜୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ।”
SR
(ରିଲିଜ ଆଡି: 1773191)
ପରିଦର୍ଶକ କାଉଣ୍ଟର : 239
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam