ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଶ୍ଚିମବଙ୍ଗର ନଦିଆରେ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 28 NOV 2021 4:45PM by PIB Bhubaneshwar

ପଶ୍ଚିମବଙ୍ଗର ନଦିଆରେ ହୋଇଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ  ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ପଶ୍ଚିମବଙ୍ଗର ନଦିଆରେ ହୋଇଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।”

SR


(रिलीज़ आईडी: 1775923) आगंतुक पटल : 197
इस विज्ञप्ति को इन भाषाओं में पढ़ें: Tamil , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Telugu , Kannada , Malayalam