ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଚେକ୍ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ପିଟର ଫିୟାଲାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
Posted On:
28 NOV 2021 8:37PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚେକ୍ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ପିଟର ଫିୟାଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଏକ ଟ୍ବିଟ୍ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ଚେକ୍ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଆପଣଙ୍କୁ ଅଭିନନ୍ଦନ, ମହାମହିମ ପିଟର ଫିୟାଲା। ଭାରତ-ଚେକ୍ ଗଣରାଜ୍ୟ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଆପଣଙ୍କ ସହିତ କାର୍ଯ୍ୟ କରିବା ଲାଗି ମୁଁ ଆଗ୍ରହୀ ରହିଛି।”
******
P.S.
(Release ID: 1775961)
Visitor Counter : 214
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam