ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 03 DEC 2021 10:18AM by PIB Bhubaneshwar

ଜୟନ୍ତୀ ଅବସରରେ ଭାରତର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ସ୍ୱାଧୀନ ଭାରତର ପ୍ରଥମ ରାଷ୍ଟ୍ରପତି ଓ ଅଦ୍ୱିତୀୟ ପ୍ରତିଭାସମ୍ପନ୍ନ ଭାରତରତ୍ନ ଡଃ ରାଜେନ୍ଦ୍ର ପ୍ରସାଦଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶତ ଶତ ପ୍ରଣାମ । ଦେଶର ସ୍ୱାଧୀନତା ସଂଗ୍ରାମରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିଲେ । ରାଷ୍ଟ୍ରହିତ ପ୍ରତି ସମର୍ପିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣା ସ୍ରୋତ ହୋଇ ରହିଥିବ ।”    

SR


(रिलीज़ आईडी: 1777606) आगंतुक पटल : 241
इस विज्ञप्ति को इन भाषाओं में पढ़ें: Gujarati , English , Urdu , Marathi , हिन्दी , Bengali , Manipuri , Assamese , Punjabi , Tamil , Telugu , Kannada , Malayalam