ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୋଭିଡ ଟିକାର ଦ୍ୱିତୀୟ ଡୋଜ ଦେବା କ୍ଷେତ୍ରରେ ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

प्रविष्टि तिथि: 06 DEC 2021 2:18PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ଯୋଗ୍ୟ ନାଗରିକଙ୍କୁ କୋଭିଡ ଟିକାର ଦ୍ୱିତୀୟ ଡୋଜ ଦେଇ ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଜୟରାମ ଠାକୁରଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବହୁତ ବହୁତ ଅଭିନନ୍ଦ ଜୟରାମ ଠକୁରଜୀ କୋଭିଡ ବିରୁଦ୍ଧ ଲଢେଇରେ ହିମାଚଳ ପ୍ରଦେଶ ସମଗ୍ର ଦେଶ ସମ୍ମୁଖରେ ଏକ ଉଦାହରଣ ସୃଷ୍ଟି କରିଛି ଲୋକଙ୍କୁ ଏଭଳି ଟିକା ଦାନ ଏହି ଲଢେଇରେ ନୂତନ ଭାରତକୁ ନୂଆ ଶକ୍ତି ପ୍ରଦାନ କରିବ

HS


(रिलीज़ आईडी: 1778606) आगंतुक पटल : 203
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam