ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜେନେରାଲ ବିପିନ ରାଓ୍ୱତ, ତାଙ୍କ ପତ୍ନୀ ଓ ସଶସ୍ତ୍ର ସେନାର ଅନ୍ୟ ଅଧିକାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅନ୍ତିମ ଶ୍ରଦ୍ଧାଞ୍ଜଳି
प्रविष्टि तिथि:
09 DEC 2021 10:42PM by PIB Bhubaneswar
ଜେନେରାଲ ବିପିନ ରାଓ୍ୱତ, ତାଙ୍କ ପତ୍ନୀ ଓ ସଶସ୍ତ୍ର ସେନାର ଅନ୍ୟ ଅଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ଜେନେରାଲ ବିପିନ ରାଓ୍ୱତ, ତାଙ୍କ ପତ୍ନୀ ଓ ସଶସ୍ତ୍ର ସେନାର ଅନ୍ୟ ଅଧିକାରୀଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଭାରତ ତାଙ୍କ ସମୃଦ୍ଧ ଯୋଗଦାନକୁ କେବେ ବି ଭୁଲିବ ନାହିଁ ।”
SR
(रिलीज़ आईडी: 1779958)
आगंतुक पटल : 210
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam