ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କୁ ଆଜି ତାଙ୍କର ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

प्रविष्टि तिथि: 11 DEC 2021 10:34AM by PIB Bhubaneswar

ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କୁ ଆଜି (୧୧ ଡିସେମ୍ବର, ୨ଠ୨୧)ରେ ତାଙ୍କର ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଉତ୍ତରାଖଣ୍ଡ ସ୍ଥିତ ରାଜଭବନ ଠାରେ ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା-ସୁମନ ଅର୍ପଣ କରିଛନ୍ତି ।

 

NS / MB


(रिलीज़ आईडी: 1780479) आगंतुक पटल : 222
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Punjabi , Tamil