ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଥିବାରୁ ପ୍ରଧାନମନ୍ତ୍ରୀ ହର୍ନାଜ ସାନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 13 DEC 2021 8:24PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଥିବାରୁ ହର୍ନାଜ ସାନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଥିବାରୁ ହର୍ନାଜ ସାନ୍ଧୁଙ୍କୁ ଅଭିନନ୍ଦନ ତାଙ୍କ ଭବିଷ୍ୟତ ପ୍ରୟାସ ପାଇଁ ତାଙ୍କୁ ଶୁଭେଚ୍ଛା

HS


(ରିଲିଜ ଆଡି: 1781139) ପରିଦର୍ଶକ କାଉଣ୍ଟର : 194