ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି
प्रविष्टि तिथि:
13 DEC 2021 8:59PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ କାଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଏହି ଘଟଣାର ସବିଶେଷ ତଥ୍ୟ ଲୋଡିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଜାମ୍ମୁ କାଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରା ମୋଦୀ ସବିଶେଷ ତଥ୍ୟ ମାଗିଛନ୍ତି । ଏହି ଆକ୍ରମଣରେ ସହିଦ ହୋଇଥିବା ସୁରକ୍ଷା କର୍ମୀଙ୍କ ପରିବାରକୁ ମଧ୍ୟ ସେ ସମବେଦନା ଜଣାଇଛନ୍ତି ।”
HS
(रिलीज़ आईडी: 1781140)
आगंतुक पटल : 143
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam