ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଗ୍ରୁପ୍ କ୍ୟାପଟେନ୍ ବରୁଣ ସିଂହଙ୍କ ଦେହାନ୍ତରେ ସମବେଦନା ଜଣାଇଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
15 DEC 2021 3:14PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ରୁପ୍ କ୍ୟାପଟେନ୍ ବରୁଣ ସିଂହଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଗ୍ରୁପ୍ କ୍ୟାପଟେନ୍ ବରୁଣ ସିଂହ ଗର୍ବ, ବୀରତ୍ୱ ଏବଂ ଅତ୍ୟଧିକ ବୃତ୍ତିଗତ କାର୍ଯ୍ୟ ମାଧ୍ୟମରେ ଦେଶର ସେବା କରିଥିଲେ । ତାଙ୍କର ଦେହାନ୍ତ ହେତୁ ମୁଁ ଅତ୍ୟଧିକ ଦୁଃଖିତ । ଜାତି ପ୍ରତି ତାଙ୍କର ସେବା କଦାପି ଭୁଲିହେବ ନାହିଁ । ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ।”
HS
(ରିଲିଜ ଆଡି: 1781794)
ପରିଦର୍ଶକ କାଉଣ୍ଟର : 167
ଏହି ରିଲିଜ ପଢନ୍ତୁ :
Tamil
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam