ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶରେ ବସ୍ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ ରୁ ସହାୟତା ରାଶି ଘୋଷଣା କରିଛନ୍ତି

Posted On: 15 DEC 2021 9:12PM by PIB Bhubaneshwar

ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀରେ ଏକ ବସ୍ ଦୁର୍ଘଟଣାରେ ପୀଡିତ ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ୍‍) ତରଫରୁ ଏକ ସହାୟତା ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମ୍ଏନ୍ଆରଏଫ୍ରୁ ଲକ୍ଷ ଟଙ୍କା କରି ସହାୟତା ଘୋଷଣା କରିଛନ୍ତି

HS



(Release ID: 1782286) Visitor Counter : 150