ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
25 DEC 2021 9:39AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମହାନ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷାବିତ୍ ଏବଂ ସମାଜ ସଂସ୍କାରକ ମହାମାନ୍ୟ ପଣ୍ଡିତ ମଦନ ମୋହନ ମାଲବ୍ୟ ଜୀଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ।”
HS
(ରିଲିଜ ଆଡି: 1785098)
ପରିଦର୍ଶକ କାଉଣ୍ଟର : 195
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam