ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମାତା ବୈଷ୍ଣୋଦେବୀ ଭବନରେ ଦଳା ଚକଟାରେ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମ୍‍ଏନ୍‍ଆରଏଫ୍‍ରୁ ସହାୟତା ରାଶି ଅନୁମୋଦନ କରିଛନ୍ତି

प्रविष्टि तिथि: 01 JAN 2022 12:08PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାତା ବୈଷ୍ଣୋଦେବୀ ଭବନରେ ଦଳାଚକଟା ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ସହାୟତା ରାଶି ଅନୁମୋଦନ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;

ମାତା ବୈଷ୍ଟୋଦେବୀ ଭବନରେ ଦଳାଚକଟା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍ଏନ୍ଆରଏଫ୍ରୁ ଲକ୍ଷ ଟଙ୍କା କରି ସହାୟତା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

HS


(रिलीज़ आईडी: 1786831) आगंतुक पटल : 182
इस विज्ञप्ति को इन भाषाओं में पढ़ें: Assamese , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam