ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମାତା ବୈଷ୍ଣୋଦେବୀ ଭବନରେ ଦଳାଚକଟାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 01 JAN 2022 8:49AM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାତା ବୈଷ୍ଣୋଦେବୀ ଭବନରେ ଏକ ଦଳାଚକଟାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି,

ମାତା ବୈଷ୍ଟୋଦେବୀ ଭବନରେ ଦଳଚକଟା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ସେ ଅତ୍ୟନ୍ତ ଦୁଃଖିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ଜାମ୍ମୁ କାଶ୍ମୀରର ଉପରାଜ୍ୟପାଳ ଏଲଜି ଶ୍ରୀ ମନୋଜ ସିହ୍ନା ଜୀ, ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ନିତ୍ୟାନନ୍ଦ ରାୟ ଜୀଙ୍କ ସହିତ ଆଲୋଚନା କରିବା ସହିତ ସ୍ଥିତି ସଂକ୍ରାନ୍ତରେ ଅବଗତ ହୋଇଛନ୍ତି

HS


(ରିଲିଜ ଆଡି: 1786833) ପରିଦର୍ଶକ କାଉଣ୍ଟର : 221