ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଲୋହରୀ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

प्रविष्टि तिथि: 13 JAN 2022 6:01PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରୀ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଆପଣ ସମସ୍ତଙ୍କୁ ଲୋହରୀର ଶୁଭେଚ୍ଛା

ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ପାଇଁ ମୁଁ ପ୍ରାର୍ଥନା କରୁଛି ଏହି ବିଶେଷ ଦିନ ଆମ ସମାଜରେ ଭାଇଚାରାର ଆବେଗକୁ ଆଗକୁ ବଢାଇବ

HS


(रिलीज़ आईडी: 1789747) आगंतुक पटल : 178
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam