ପୋଷ୍ଟ କରାଯିବା ଦିନାଙ୍କ:
13 JAN 2022 8:44PM by PIB Bhubaneswar
ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ରେଳ ମନ୍ତ୍ରୀ ଶ୍ରୀ @AshwiniVaishnawଙ୍କ ସହ କଥା ହେଲି ଓ ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାର ସ୍ଥିତି ସମୀକ୍ଷା କଲି । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଅସୁସ୍ଥମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି ।”
SR