ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଶ୍ରୀ ବାଲାସାହେବ ଠାକରେଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
23 JAN 2022 9:36AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ବାଲାସାହେବ ଠାକରେଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୁଁ ଶ୍ରୀ ବାଲାସାହେବ ଠାକରେଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଜଣେ ଉଲ୍ଲେଖନୀୟ ନେତା ଭାବରେ ତାଙ୍କୁ ସର୍ବଦା ସ୍ମରଣ କରାଯିବ, ଯିଏ ସର୍ବଦା ଲୋକଙ୍କ ସହ ଛିଡା ହୋଇଥିଲେ ।”
HS
(ରିଲିଜ ଆଡି: 1791930)
ପରିଦର୍ଶକ କାଉଣ୍ଟର : 181
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada