ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 23 JAN 2022 9:30AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମସ୍ତ ଦେଶବାସୀଙ୍କୁ ପରାକ୍ରମ ଦିବସ ଅବସରରେ ବହୁତ ବହୁତ ଶୁଭେଚ୍ଛା

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀରେ ତାଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳୀ ।

ମୁଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରୁଛି । ଆମ ଦେଶ ପାଇଁ ତାଙ୍କର ସ୍ମରଣୀୟ ଅବଦାନ ଲାଗି ପ୍ରତ୍ୟେକ ଭାରତୀୟ ଗର୍ବିତ ।”

HS


(ରିଲିଜ ଆଡି: 1791931) ପରିଦର୍ଶକ କାଉଣ୍ଟର : 260