ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି


ପୀଡିତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ ରୁ ସହାୟତା ରାଶି ଘୋଷଣା

प्रविष्टि तिथि: 25 JAN 2022 10:56AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସେଲସୁରା ନିକଟରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ୍‍) ରୁ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

ଏକାଧିକ ଟୁଇଟ୍ଉପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ମହାରାଷ୍ଟ୍ରର ସେଲସୁରା ନିକଟରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାର ପ୍ରିୟଜନଙ୍କୁ ହରାଇଥିବା ଲୋକମାନଙ୍କ ସହିତ ରହିଛି ଆହତମାନଙ୍କ ତୁରନ୍ତ ଆରୋଗ୍ୟ ଲାଭ ପାଇଁ ମୁଁ ପ୍ରାର୍ଥନା କରୁଛି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଲସୁରା ନିକଟରେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମ୍ଏନ୍ଆରଏଫ୍ରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଦୁର୍ଘଟଣାରେ ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କୁ ୫୦,୦୦୦ ଟଙ୍କା ସହାୟତା ଦିଆଯିବ


HS


(रिलीज़ आईडी: 1792409) आगंतुक पटल : 188
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam