ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ଲୋକଙ୍କୁ ସେମାନଙ୍କ ରାଜ୍ୟ ପ୍ରତିଷ୍ଠା ଦିବସରେ ଅଭିନନ୍ଦନ ଜଣାଇଛନ୍ତି

प्रविष्टि तिथि: 25 JAN 2022 10:24AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଲୋକଙ୍କୁ ସେମାନଙ୍କ ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପୂର୍ଣ୍ଣ ରାଜ୍ୟ ଦିବସରେ ହିମାଚଳପ୍ରଦେଶ ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ମୁଁ ଚାହେଁ ଯେ ପ୍ରକୃତି କୋଳରେ ଗଢି ଉଠିଥିବା ଏହି ରାଜ୍ୟ ନିରନ୍ତର ଭାବେ ଉନ୍ନତି ପଥରେ ଆଗକୁ ବଢୁ ଏବଂ ଦେଶର ବିକାଶ କ୍ଷେତ୍ରରେ ନିଜର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁ

HS


(रिलीज़ आईडी: 1792417) आगंतुक पटल : 219
इस विज्ञप्ति को इन भाषाओं में पढ़ें: Marathi , English , Urdu , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam