ପୋଷ୍ଟ କରାଯିବା ଦିନାଙ୍କ:
26 JAN 2022 9:20AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତନ୍ତ୍ର ଦିବସ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଆପଣ ସମସ୍ତଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଜୟ ହିନ୍ଦ୍!
ଆପଣ ସମସ୍ତଙ୍କୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା । ଜୟ ହିନ୍ଦ! #ସାଧାରଣତନ୍ତ୍ର ଦିବସ”
HS