ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
25 JAN 2022 11:40PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଦ୍ମ ପୁରସ୍କାର ପାଇଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଯେଉଁମାନେ ପଦ୍ମ ପୁରସ୍କାର ପାଇଛନ୍ତି ସେମାନଙ୍କୁ ସମସ୍ତଙ୍କୁ ଅଭିନନ୍ଦନ । ସମଗ୍ର ଦେଶ ସେମାନଙ୍କର ସଫଳତାକୁ ଭଲ ପାଆନ୍ତି ଏବଂ ସମାଜକୁ ସେମାନଙ୍କର ଅବଦାନ ପାଇଁ ଆମେ ସମସ୍ତେ ଗର୍ବିତ ।”
HS
(ରିଲିଜ ଆଡି: 1792878)
ପରିଦର୍ଶକ କାଉଣ୍ଟର : 186
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Punjabi
,
Gujarati
,
Odia
,
Tamil
,
Telugu
,
Kannada
,
Malayalam