ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଲାଲା ଲଜପତ ରାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

Posted On: 28 JAN 2022 9:11AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାଲା ଲଜପତ ରାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପଞ୍ଜାବ କେଶରୀ ଲାଲା ଲଜପତ ରାୟଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶୁଭେଚ୍ଛା ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ସାହସ, ସଂଘର୍ଷ ଏବଂ ଉତ୍ସର୍ଗୀକୃତତାର କାହାଣୀ ଦେଶବାସୀଙ୍କ ନିକଟରେ ସର୍ବଦା ସ୍ମରଣୀୟ ହୋଇ ରହିବ

HS



(Release ID: 1793172) Visitor Counter : 164