ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ପୁଣେର ଏକ ର୍ନିମାଣାଧୀନ କୋଠାରେ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି

प्रविष्टि तिथि: 04 FEB 2022 8:53AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଣେର ଏକ ର୍ନିମାଣାଧୀନ କୋଠାରେ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି:

ପୁଣେର ଏକ ର୍ନିମାଣାଧୀନ କୋଠାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଆଶା କରୁଛି ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ବ୍ୟକ୍ତି ଶୀଘ୍ର ଆରୋଗ୍ୟଲାଭ କରନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

HS


(रिलीज़ आईडी: 1795328) आगंतुक पटल : 138
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam