ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କିସ୍ତିୱାରରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି

Posted On: 03 FEB 2022 10:30PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତିୱାରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି:

କିସ୍ତିୱାରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ମୁଁ ଦୁଃଖିତ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ମୋର ସମବେଦନା ରହିଛି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

HS



(Release ID: 1795348) Visitor Counter : 93